ବାସ୍ତୁଗୃହ-12: ଉତ୍ତରାଭିମୁଖୀ ପ୍ଲଟରେ କଣ କଲେ ଭଲ?

ବାସ୍ତୁବିତ ଇଂ ଅଜୟ କୁମାର ମହାପାତ୍ର TATKAL ODISHA//ଦିଗଭିତ୍ତିକ ଗୃହାବସ୍ଥାନ//  ଗୃହ ନିର୍ମାଣ ପୂର୍ବରୁ ଆପଣଙ୍କ କ୍ଷେତ୍ରରେ ଆଉ କେତୋଟି ଦିଗ ପ୍ରତି ସଚେତନ ହେବା ଅପରିହାର୍ଯ୍ୟ I ମୁଖ୍ୟତଃ ସଡ଼କ ପାର୍ଶ୍ବସ୍ଥ ଭୂଖଣ୍ଡ ହୋଇଥିଲେ, ଗୃହର କେଉଁ ଦିଗରେ ସଡ଼କ ରହିଲେ କେଉଁ ପ୍ରଣାଳୀରେ ଗୃହାବସ୍ଥାନ ଏବଂ ଏହାର ପ୍ରବେଶ ପଥ ବା ଦ୍ଵାରଗୁଡ଼ିକ କେଉଁ କେଉଁ ଦିଗ ବା ସ୍ଥାନରେ ନିର୍ଦ୍ଧାରିତ ହେବା ଆବଶ୍ୟକ, ସେଥିପ୍ରତି ଗଭୀର ଧ୍ୟାନ ଦେବା ଆବଶ୍ୟକ। ଭୂଖଣ୍ଡ ବା … Continue reading ବାସ୍ତୁଗୃହ-12: ଉତ୍ତରାଭିମୁଖୀ ପ୍ଲଟରେ କଣ କଲେ ଭଲ?