ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର//TATKAL ODISHA// ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ତାଙ୍କ ଛାତି ପରୀକ୍ଷା କରି ଦୁଇଟି ଷ୍ଟେନ ଲଗାଇଥିବାର ଜଣାପଡ଼ିଛି I ଏବେ ସେ ଚିକିତ୍ସାଧୀନ ଅଛନ୍ତି I ସୁସ୍ଥ ଆଡକୁ ଆସୁଛନ୍ତି I ଚିକିତ୍ସା ପାଇଁ ଶ୍ରୀ ପାତ୍ରଙ୍କୁ ଏୟାର ଲିଫ୍ଟ ଯୋଗେ ହାଇବ୍ରାଵାଦ ପଠାଯିବ ବୋଲି ନିଷ୍ପତ୍ତି ହୋଇଥିଲା I ମାତ୍ର ତାହା … Continue reading ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି