ଆଉ ଏକ ଲଘୁଚାପ : ପୁଣି ଛେଚିବ

0

ଭୁବନେଶ୍ୱର// TATKAL ODISHA//

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପୁଣି ଛେଚିବ I

ଲଘୁଚାପଜନିତ ବର୍ଷା ନେଇ ଜିଲ୍ଲାପାଳଙ୍କୁ SRC ପ୍ରଦୀପ କୁମାର ଜେନା ଚିଠି ଦେଇ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରି ଦେଇଛନ୍ତି।

୧୮ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ହେବ। ଏହାର ପ୍ରଭାବରେ ୧୯ରୁ ୨୧ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

କେଉଁ ଦିନ କେତେ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ:

  • ୧୯ ତାରିଖ: ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ
  • ୨୦ ତାରିଖ: ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ

Leave A Reply

Your email address will not be published.