ଆରପାରିରେ ପ୍ରଫେସର ରାଜକିଶୋର ମିଶ୍ର

0
  • ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର//TATKAL ODISHA//

ଓଡ଼ିଶା ରିଭିୟୁ, ଉତ୍କଳ ପ୍ରସଙ୍ଗର ପୂର୍ବତନ ସମ୍ପାଦକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସମ୍ପାଦକ ପ୍ରଫେସର ରାଜକିଶୋର ମିଶ୍ର ଆଉ ଇହ ଜଗତରେ ନାହାଁନ୍ତି I

ମୃତ୍ୟୁ ବେଳକୁ ତାଙ୍କୁ 81 ବର୍ଷ ହୋଇଥିଲା I

ସ୍ବର୍ଗତ ମିଶ୍ରଙ୍କ ମୃତ୍ୟୁ ଖବର ପ୍ରଚାର ହେବା ମାତ୍ରେ ବହୁ ବିଶିଷ୍ଟ ଲୋକ ତାଙ୍କର ଶେଷ ଦର୍ଶନ କରିଥିଲେ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ଓଡ଼ିଆ ସାହିତ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ପ୍ରକାଶ କରିଥିଲେ I

Leave A Reply

Your email address will not be published.