ଡେଙ୍ଗୁରେ ଆକ୍ରାନ୍ତ ହୋଇ ଆରପାରିକୁ ଚାଲିଗଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମ ପତ୍ନୀ

0
  • ଶେଷ ଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର//TATKAL ODISHA//

 ଡେଙ୍ଗୁରେ ଆକ୍ରାନ୍ତ ହୋଇ ସ୍ଥାନୀୟ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ପ୍ରାଣ ତ୍ୟାଗ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ।

ଶନିବାର ବିଳମ୍ବିତ ରାତିରେ ସେ ପରଲୋକ ଗମନ କରିଛନ୍ତି।

ଝିଙ୍ଗିଆଙ୍କ ବିୟୋଗ ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ,ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ  ଏବଂ ଅନ୍ୟ ବିଜେପି ନେତା ବିଳମ୍ବିତ ରାତିରେ ତାଙ୍କର ଶେଷ ଦର୍ଶନ କରିଛନ୍ତି।

Leave A Reply

Your email address will not be published.