27 ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର // TATKAL ODISHA//
ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I
ଜନତା ମୈଦାନରେ ତାଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା I
