ବରିଷ୍ଠ IAS ଅଦଳବଦଳ

0

ଭୁବନେଶ୍ୱର//TATKAL ODISHA//

ବରିଷ୍ଠ ଆଇଏସ ଅଧିକାରୀ ମହଲରେ ଅଦଳବଦଳ ହୋଇଛି I

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି I

ଏକାଥରେ 10 ଜଣ ବଦଳିଛନ୍ତି I

  • ସଂଜୀବ ଚୋପ୍ରା- ଅତିରିକ୍ତ ମୁଖ୍ୟ ଶାସନ ସଚିବ କୃଷି ଉତ୍ପାଦନ କମିଶନର
  • ରାଜ କୁମାର ଶର୍ମା- ଅତିରିକ୍ତ ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
  • ମଧୁସୂଦନ ପାଢୀ- ପ୍ରିନସପାଲ ସଚିବ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ
  • ସତ୍ୟବ୍ରତ ସାହୁ- ପ୍ରିନସପାଲ ସଚିବ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ
  • ରଂଜନା ଚୋପ୍ରା- ଏସଟି ଏସି ଉନ୍ନୟନ ପ୍ରିନସପାଲ ସଚିବ ସହିତ ତାଙ୍କୁ ଏମଏସଏମଇ ର ଅତିରିକ୍ତ ଦାୟିତ୍ବ ପ୍ରଦାନ
  • ହେମନ୍ତ ଶର୍ମା-  ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ, ସେ ପୂର୍ବପରି ତାଙ୍କର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ଇପିକଲର ଅଧ୍ୟକ୍ଷ ରହିବେ।
  • ବିଷ୍ଣପଦ ସେଠୀ– ସ୍କୁଲ ଓ ଗଣଶିକ୍ଷା ବିଭାଗର  ପ୍ରିନସପାଲ ସଚିବ ଏଥିସହିତ ବାଣିଜ୍ୟ ଓ ପରିବହନ ସହିତ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ଦାୟିତ୍ବ
  • ସୁରେଶ ବୈଷିଷ୍ଠ-ଅଫିସର ଅନ ସ୍ପେଶାଲ ଡିୟୁଟି , ସାଧାରଣ ପ୍ରଶାସନ ବିଭାଗ
  • ଭାସ୍କରଜ୍ୟୋତି ଶର୍ମା– ମହିଳା ଓ ଶିଶୁ କଲ୍ୟାଣ ବିଭାଗର ସଚିବ, ସେ ପୂର୍ବପରି ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ଶସକ୍ତିକରଣ ବିଭାଗ ଦାଟିତ୍ବରେ ରହିବେ।
  • ଭୂପେନ୍ଦ୍ର ସିଂ ପୁନିଆ – ଇଡିକୋର ଏମଡି ଭାବେ ଅତିରିକ୍ତ ଦାୟିତ୍ବ, ସେ ପୂର୍ବ ପରି  ଏମଡି ଇପିକୋଲ, ଏମଡି ଓଏଫଡିସିରେ କାର୍ଯ୍ୟ କରିବେ।

ଦେଖନ୍ତୁ ତାଲିକା…


Leave A Reply

Your email address will not be published.