ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ତାରା
- ପୂର୍ବରୁ କଂଗ୍ରେସ ବିଧାୟକ ଦଳ ନେତା ପଦରୁ ନରସିଂହ ଇସ୍ତଫା ଦେଇଥିଲେ
ଭୁବନେଶ୍ୱର//TATKALODISHA //
କଂଗ୍ରେସ ଦଳର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି I
ତାରା କହିଛନ୍ତି ଯେ, ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଛି I ଏହାକୁ ନେଇ ରାଜନୀତି କରିବା ଉଚିତ ନୁହେଁ I
ପୂର୍ବରୁ କଂଗ୍ରେସ ବିଧାୟକ ଦଳ ନେତା ପଦରୁ ବରିଷ୍ଠ ନେତା ନରସିଂହ ମିଶ୍ର ଇସ୍ତଫା ଦେଇଥିଲେ I