ଶନିବାରରୁ ପ୍ରବଳ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର//TATKAL ODHISHA//


ବାତ୍ୟା ଆଶଙ୍କା ଟଳିଥିଲେ ହେଁ ଲଘୁଚାପ ଅଧିକ ଘନୀଭୂତ ହେବାରୁ ପାଗ କୋହଲା ରହିଛି I ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ହେବ ।


   ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଠାରୁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି I ସେଇ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ସୋନପୁର l 

ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା  ଲାଗିରହିବ। ପ୍ରଥମେ ଉପକୂଳ ଏବଂ ପରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ। 

Leave A Reply

Your email address will not be published.