ଶ୍ରୀକ୍ଷେତ୍ରରେ ଆଜି ଚନ୍ଦନ ଯାତରା : ଶୁଣନ୍ତୁ ସତ୍ୟବ୍ରତ ସାହୁଙ୍କ କଣ୍ଠରେ..
//TATKAL ODISHA//
ବୈଶାଖ ଶୁକ୍ଳ ତୃତୀୟା ହିଁ ଅକ୍ଷୟ ତୃତୀୟା I
ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ତାହା ପାଳନ ହୁଏ । ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଛି ଏହି ପର୍ବ –ଚନ୍ଦନଯାତ୍ରା । ମହାପ୍ରଭୁଙ୍କ ଏହି ଚନ୍ଦନ ଯାତ୍ରା ଉପରେ ବରିଷ୍ଠ ପ୍ରଶାସକ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ସତ୍ୟବ୍ରତ ସାହୁ ଗାଇ ଥିବା ଭଜନ ଶୁଣନ୍ତୁ…
ଶ୍ରୀକ୍ଷେତ୍ରରେ ଆଜି ଚନ୍ଦନ ଯାତରା…