ସୋଆରେ ଉରୁଗୁଏର ରାଷ୍ଟ୍ରଦୂତ

0

ଭୁବନେଶ୍ୱର //TATKAL ODISHA//

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି I

ଭାରତରେ ଅବସ୍ଥାପିତ ଉରୁଗୁଏର ରାଷ୍ଟ୍ରଦୂତ ଶ୍ରୀ ଆଲବେଟୋ ଏ ଗୁଆନି | ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ରେ ପ୍ରଫେସର ନାୟକ ଙ୍କ ସହ ସାକ୍ଷାତ ସମୟରେ ଉରୁଗୁଏ ଏବଂ ସୋଆ ମଧ୍ୟରେ ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ଆଦାନପ୍ରଦାନ ନେଇ ଆଲୋଚନା ହୋଇଥିଲା | ଏହି ସାକ୍ଷାତ ଆଲୋଚନା ସମୟରେ ସୋଆର ନିର୍ଦେଶକ ଡ଼ଃ ମହେନ୍ଦ୍ର ପ୍ରସାଦ ଉପସ୍ଥିତ ଥିଲେ |


ସୋଆ ପରିଚାଳିତ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଣ୍ଟ ପକ୍ଷରୁ ଆୟୋଜିତ ‘ଟ୍ରେଣ୍ଡସ ଆଣ୍ଡ ଡିସରପସନ୍ସ ଇନ ହସ୍ପିଟାଲିଟି ଆଣ୍ଡ ଟୁରିସୀମ’ ଶୀର୍ଷକ ଆନ୍ତର୍ଜାତିକ କର୍ମଶାଳାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଆସିଥିଲେ ଶ୍ରୀ ଗୁଆନି |

Leave A Reply

Your email address will not be published.