ଏ ସପ୍ତାହର ରାଶିଫଳ:କେମିତି କଟିବ?

0
  • +++++++++++++++++++++++++++++++ ଦୋଳଗୋବିନ୍ଦ ପଣ୍ଡା, ଜ୍ୟୋତିର୍ବିଦ୍ୟାବାରିଧି
  • ++++++++++++++++++++++++++++++++


(ଏ ସପ୍ତାହର ରାଶିଫଳ: ୨୯-୧୧-୨୧ ସୋମବାରଠାରୁ ୦୫-୧୨-୨୧ ରବିବାର ପର୍ଯ୍ୟନ୍ତ)

+++++++++++++++++++++++++++++++++++++++
[ଚନ୍ଦ୍ରସ୍ଥିତି: ଚନ୍ଦ୍ର ବୁଧବାର ପ୍ରାତଃ ୦୭:୪୪ ପର୍ଯ୍ୟନ୍ତ କନ୍ୟାରେ, ତା’ପରେ ଶୁକ୍ରବାର ଦିବା ୦୮:୨୬ ପର୍ଯ୍ୟନ୍ତ ତୁଳାରେ, ତା’ପରେ ରବିବାର ପ୍ରାତଃ ୦୭:୪୭ ପର୍ଯ୍ୟନ୍ତ ବିଛାରେ ରହି ଧନୁକୁ ଚଳିବେ।]


ମେଷ: ସୋମ ଓ ମଙ୍ଗଳବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବୁଧ ଓ ଗୁରୁବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ଶୁକ୍ର ଓ ଶନିବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ରବିବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ।

ବୃଷ: ସୋମ ଓ ମଙ୍ଗଳବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ବୁଧ ଓ ଗୁରୁବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ଶୁକ୍ର ଓ ଶନିବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ରବିବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ।


ମିଥୁନ: ସୋମ ଓ ମଙ୍ଗଳବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ବୁଧ ଓ ଗୁରୁବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଶୁକ୍ର ଓ ଶନିବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ରବିବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ।

କର୍କଟ: ସୋମ ଓ ମଙ୍ଗଳବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ବୁଧ ଓ ଗୁରୁବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଶୁକ୍ର ଓ ଶନିବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ରବିବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ।


ସିଂହ: ସୋମ ଓ ମଙ୍ଗଳବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ବୁଧ ଓ ଗୁରୁବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ଶୁକ୍ର ଓ ଶନିବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ରବିବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଇଷ୍ଟ ମନନଶୀଳ ରହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।
କନ୍ୟା: ସୋମ ଓ ମଙ୍ଗଳବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ବୁଧ ଓ ଗୁରୁବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ଶୁକ୍ର ଓ ଶନିବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ରବିବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ।

ତୁଳା: ସୋମ ଓ ମଙ୍ଗଳବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ବୁଧ ଓ ଗୁରୁବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ଶୁକ୍ର ଓ ଶନିବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ରବିବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି।


ବିଛା: ସୋମ ଓ ମଙ୍ଗଳବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ବୁଧ ଓ ଗୁରୁବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ଶୁକ୍ର ଓ ଶନିବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ରବିବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।

ଧନୁ: ସୋମ ଓ ମଙ୍ଗଳବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ବୁଧ ଓ ଗୁରୁବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଶୁକ୍ର ଓ ଶନିବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ରବିବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ।

ମକର: ସୋମ ଓ ମଙ୍ଗଳବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ବୁଧ ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଶୁକ୍ର ଓ ଶନିବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ରବିବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି।


କୁମ୍ଭ: ସୋମ ଓ ମଙ୍ଗଳବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ବୁଧ ଓ ଗୁରୁବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ଶୁକ୍ର ଓ ଶନିବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ରବିବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ।
ମୀନ: ସୋମ ଓ ମଙ୍ଗଳବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ବୁଧ ଓ ଗୁରୁବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଶୁକ୍ର ଓ ଶନିବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ରବିବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ

  • ଜ୍ୟୋତିର୍ବିଦ୍ ଦୋଳଗୋବିନ୍ଦ ପଣ୍ଡା, ଜ୍ୟୋତିର୍ବିଦ୍ୟାବାରିଧି, ଗଣକ, ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ପ୍ଲଟ୍ ୧୮୧୪/୪୦୬୯- ତୃତୀୟ ମହଲା, ନିଗମ ବିହାର, ଶ୍ରୀରାମ ନଗର ୩ୟ ଗଳି,
  • ପୁରୁଣା ଭୁବନେଶ୍ୱର, ମୋ- ୭୦୦୮୯୬୦୫୦୨, ୯୪୩୮୨୯୬୧୩୮, ଇମେଲ: dolagovinda@gmail.com

//ସୂଚନା: ସାଧାରଣତଃ ଦୈନିକ ଓ ସାପ୍ତାହିକ ରାଶିଫଳ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଚନ୍ଦ୍ର ଗୋଟିଏ ରାଶିରେ ପ୍ରାୟ ଅଢ଼େଇ ଦିନ ରହୁଥବାରୁ ସେହି ଅଢ଼େଇ ଦିନ ପର୍ଯ୍ୟନ୍ତ ଗୋଟିଏ ରାଶିର ଫଳ ସମାନ ରହିବ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ମୂର୍ଖତା। ଊଣା-ଅଧିକେ ଫଳ ତ ନିଶ୍ଚୟ ଘଟିବ, ମାତ୍ର ଏଥିରୁ ପାଠକେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ମୋର ପାଠକ ବନ୍ଧୁମାନଙ୍କୁ ଅନୁରୋଧ- ରାଶିଫଳ ବା ଜ୍ୟୋତିଷ ଉପରେ ସମ୍ପୂର୍ଣ୍ଣ ନିର୍ଭର ନ କରି ନିଜର ପୁରୁଷକାର ଉପରେ ନିର୍ଭର କରନ୍ତୁ। ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କ ବାଣୀ ହେଉଛି: ‘‘ଜ୍ୟୋତିଷ ଧରେ କରତେ ଯେ ଚାୟ ବାଁଚାବାଡ଼ାର କିସ୍ତିମାତ୍। ଜୀବନଚଲନା ଖାବିଖେୟେ ହୟେଇ ଥାକେ ଧୂଳିସାତ୍।।’’ କିନ୍ତୁ ବିବାହ, ବ୍ରତ, ଗୃହାରମ୍ଭ, ପ୍ରତିଷ୍ଠା, ଶିକ୍ଷା ଓ ବୃତ୍ତି ଚୟନ, ବିଦେଶ ଯାତ୍ରା, ନୂତନ ଶିଳ୍ପ ବା ବ୍ୟବସାୟ ଆରମ୍ଭ ଆଦି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନିମେନ୍ତ ଜ୍ୟୋତିଷିକ ପରାମର୍ଶ ନେବା ଉଚିତ। ପରାମର୍ଶ ପାଇଁ ନିମ୍ନୋକ୍ତ ଫୋନ୍ ନମ୍ବରରେ ସକାଳ ୧୦ଟାରୁ ୧୨ଟା ମଧ୍ୟରେ ଯୋଗାଯୋଗ କରିପାରନ୍ତି। //

Leave A Reply

Your email address will not be published.