ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

0
  • ଓଡ଼ିଆ ଭାଷା କମିଶନ ଗଠିତ ହେବ

ଭୁବନେଶ୍ୱର// TATKAL ODISHA// 

ଭାଷା କମିଶନ ଗଠିତ ହେବ । ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ । ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବ‌ହାର ପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରା‌ଯିବ । ଏହା କହିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I 

   ଗୁରୁବାର ଲୋକସେବା ଭବନରେ ପ୍ରଥମ ପଦାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ ।

‘ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀନ କରାଯିବ’

   ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଅଭିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅଗ୍ନିତା ଲବନ ନିର୍ମାଣ କରାଯିବ ।

  ଶ୍ରୀ ମାଝୀ କହିଛନ୍ତି ଯେ, ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ।

ପ୍ରତ୍ୟେକ ଜିଲ୍ଲାରେ ସମନ୍ବିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା । ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ । ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁ ନିଯୁକ୍ତି ପାଇଁ ବିଚାର କରାଯିବ ।

ବରୁଣେଇ ଠାରେ ପାଇକ ଏକାଡେମୀ । ଓ ସ୍ମାରକୀ ତ୍ଵରାନ୍ଵିତ ହେବ ।

ରାଜ୍ୟର ବିଭିନ୍ନ ଐତିହ ପୀଠର ବିକାଶକୁ ଗୁରୁତ୍ବ ଦେବାକୁ ସରକାର ଲୋକମାନଙ୍କ ସହଯୋଗ ସହଭାଗିତା ଓ ପରାମର୍ଶରେ ହେବ । ସଂକଳ୍ପବଦ୍ଧ । ସବୁ କାର୍ଯ୍ୟ

ଓଡ଼ିଆ ଅସ୍ମିତା କରୁଛି । କ୍ଷେତ୍ରରେ ଆଇ କଣ କରାଯିବା ଦରକାର ଲୋକମାନଙ୍କର ପ୍ରସ୍ତାବ ଆହ୍ୱାନ

ରାଜ୍ୟ ପରି ଓଡ଼ିଆରେ ହିଁ ହେବ । ଏଥି ନିମନ୍ତେ ପ୍ରଣୀତ ସରକାରୀ ପରିଚାଳନା ରାଜ୍ୟ ଭାଷା ଓଡ଼ିଆ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଦରକାର ପଡିଲେ ଏଥିରେ ଆବଶ୍ୟକ ସଂଶୋଧନ କରି ଆ ଆଇନକୁ ଆହୁରି ସଶକ୍ତ କରା‌ଯିବ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଳ, ସରଳ ଓ ସୁଗମ କରିବା ଦ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ନିମନ୍ତେ ବ୍ୟବସ୍ଥା କରାଯିବ । ମୁଖ୍ୟମନ୍ତ୍ରୀ ଭାବରେ ମୋ ପାଖରେ ଉପସ୍ଥାପିତ ସମସ୍ତ ନଥ ମୁଁ ନିର୍ଦ୍ଦେଶ ଦେଉଛି I

Leave A Reply

Your email address will not be published.