କେନ୍ଦ୍ରରେ ନିଯୁକ୍ତି ପାଇଲେ IAS ରଞ୍ଜନା ଚୋପ୍ରା

0
  • ନୂଆଦିଲ୍ଲୀ//TATKAL ODISHA//

୧୯୯ ୪ ବ୍ୟାଚ୍ ଆଇଏଏସ୍ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ତଥା ଆର୍ଥିକ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି ।

ସେ ଏବେ ରାଜ୍ୟ ଏମଏସଏମଇ ବିଭାଗର ପ୍ରମୁଖ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଡିଜି ଭାବେ କାର୍ଯ୍ୟ କରୁଛନ୍ତି ।

ତାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଥିବାରୁ ସେ ଖୁବଶୀଘ୍ର ଓଡ଼ିଶା ଛାଡ଼ିବେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.