ଚୁକ୍ତିଭିତ୍ତିକ ଗ୍ରୁପ ବି, ସି, ଡି ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି
- ଭୁବନେଶ୍ୱର//TATKAL ODISHA//
ଚୁକ୍ତିଭିତ୍ତିକ ଗ୍ରୁପ ବି, ସି, ଡି ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି I ଶନିବାର ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ I
ରବିବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି I ଏଣିକି ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହୋଇଛି I ସବୁ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ I
ଯେଉଁମାନେ ୬ ବର୍ଷ ପୂରଣ କରିସାରିଛନ୍ତି, ତାକୁ ବି ଗଣନା କରାଯିବ
୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ଉପକୃତ ହେବେ I
ଚୁକ୍ତିଭିତ୍ତିକ ନିଯୁକ୍ତି ଦିନ ଠାରୁ ଇନକ୍ରିମେଣ୍ଟ ଲାଗୁ ହେବ I
- ଦେଖନ୍ତୁ ଶନିବାର ମୁଖ୍ୟମନ୍ତ୍ରୀ କଣ କହିଥିଲେ?
// BIG BREAKING//
ଚୁକ୍ତି ଭିତ୍ତିକ ନିଯୁକ୍ତିର ଯୁଗ ଶେଷ
ଚୁକ୍ତି ଭିତ୍ତିକ ନିଯୁକ୍ତିର ଯୁଗ ଶେଷ