ଜୁଲାଇରେ ୨ରୁ ମୌସୁମୀ ଅଧିବେଶନ

0

ଭୁବନେଶ୍ୱର//TATKAL ODISHA//

ଜୁଲାଇରେ ୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ ।

ମୌସୁମୀ ଅଧିବେଶନରେ ୨୪ଟି କାର୍ଯ୍ୟ ଦିବସ ରହିଛି I

ତାହା ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ଅର୍ଥାତ ଜୁଲାଇ ୨ରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଗତ କରିବେ ପୂର୍ଣ୍ଣାଙ୍ଗ ବଜେଟ । ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ଆଗତ ହେବ ।

ଏ ନେଇ ବିଧାନସଭା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

Leave A Reply

Your email address will not be published.