ଟଳିଛି ବାତ୍ୟା ଆଶଙ୍କା

0
  • ନୂଆଦିଲ୍ଲୀ, ଭୁବନେଶ୍ୱର//TATKAL ODISHA//

ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି ।

ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିିଁ । ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷା ଲାଗି ରହିବ ।

କେବଳ ଲଘୁଚାପ ନେଇ ପୂର୍ବାନୁମାନ କରିଥିଲୁ । ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷା ଲାଗିରହିବ । ୧୪, ୧୫ ଓ ୧୬ ତାରିଖ ଓଡିଶାରେ ବର୍ଷା ଲାଗି ରହିବ । ପ୍ରଥମେ ଉପକୂଳ ଏବଂ ପରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ ।

Leave A Reply

Your email address will not be published.