ଡିସେମ୍ବର ୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ
- ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଭୁବନେଶ୍ୱର//TATKAL ODISHA //
ଆଗାମୀଡିସେମ୍ବର ୨୩ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।
ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର ୨୩ରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ I
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ I
ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।