ନିକୁଞ୍ଜ ବିହାରୀ ଧଳ ହେଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ

0

ଭୁବନେଶ୍ୱର//TATKAL ODISHA//
ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।

ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

Leave A Reply

Your email address will not be published.