ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର //TATKAL ODISHA//
ନୂଆଦିଲ୍ଲୀ ଠାରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି I
ଏହି ଅବସରରେ ସେ ଆଗାମୀ ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି I