ତତ୍କାଳ ଓଡିଶା 27 ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ By TATKAL Last updated Jan 10, 2025 0 Share ଭୁବନେଶ୍ୱର // TATKAL ODISHA// ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଜନତା ମୈଦାନରେ ତାଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା I ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଭାରତୀୟ ସମ୍ମେଳନରେ ଉଦବୋଧନ ଦେବା ସହ ୨୭ଜଣ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବାର କାର୍ଯ୍ୟକ୍ରମ ରହିଛି। 0 Share FacebookWhatsAppTwitterGoogle+Email