ବିଶିଷ୍ଟ କଣ୍ଠ ଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ

0
  • ଚିକିତ୍ସା ସହାୟତା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର // TATKAL ODISHA//

ରେ ଅତ୍ମନ ନିଦ୍ରା ପରି’.. ଭଳି ଶତାଧିକ କାଳଜୟୀ ଗୀତ ଗାଇ ଲକ୍ଷାଧିକ ଓଡ଼ିଆ ସଂଗୀତ ପ୍ରେମୀଙ୍କୁ ମନ୍ତ୍ରମୁଗ୍ଧ କରିଥିବା ବରେଣ୍ୟ କଣ୍ଠ ଶିଳ୍ପୀ ପ୍ରଣବ କିଶୋର ପଟ୍ଟନାୟକ ଅସୁସ୍ଥ ହୋଇଛନ୍ତି I ସେ ଏବେ ଚିକିତ୍ସା ଧୀନ ଅଛନ୍ତି I

  • ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ I
  • ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟ ସଂସ୍କୃତି ବିଭାଗର ଏକ ପ୍ରତିନିଧି ଦଳ I
  • ଏହି ଅବସରରେ ପ୍ରଣବଙ୍କୁ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଦେବା ସହ ଏକ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି I

Leave A Reply

Your email address will not be published.