ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ

0
  • ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର//TATKALODISHA//


ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ କରାଯିବ ବୋଲି ଜଣାଯାଇଛି । ଗତକାଲି ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା ।

Leave A Reply

Your email address will not be published.