ମାଡ଼ି ଆସୁଛି ପଶ୍ଚିମା-ଝଡ !

0
  • ଭୁବନେଶ୍ୱର//TATKAL ODISHA//

ଓଡ଼ିଶାକୁ ମାଡ଼ି ଆସୁଛି ପଶ୍ଚିମା ଝଡ଼ I ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ବେଳକୁ ରାଜ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି I

ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି I

ଆଇଏମଡି କହିଛି ଯେ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି I

Leave A Reply

Your email address will not be published.