ରଥ ପଥ ଜଗନ୍ନାଥ-3: ତାଳଧ୍ଵଜ

0
  • TATKAL ODISHA//ଐତିହ୍ୟ ଖୋଜ//

****************************************************

  • ତାଳଧ୍ୱଜ

*****************************************************

  • ତାଳଧ୍ୱଜ’ ବା ‘ଲଙ୍ଗଳ ଧ୍ୱଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି।
  • *ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ ।
  • *ଏହି ରଥରେ ୧୪ଟି ଚକ ସଂଯୁକ୍ତ ହୋଇଥାଏ ।
  • ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ।
  • ଦଧିନଉତି: ହିରଣ୍ମୟୀ ।
  • ସାରଥି: ଦାରୁକ ।
  • ରଥର ଦଉଡ଼ି: ବାସୁକୀ ।
  • *ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ସ୍ଥାପନ କରାଯାଏ ।
  • ଧ୍ୱଜପମୂର୍ତ୍ତି: ଲକ୍ଷ୍ମୀନୃସିଂହ ।
  • ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ ।
  • ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ୱର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ୱବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।

(କ୍ରମଶଃ)

Leave A Reply

Your email address will not be published.