ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ

0

ଭୁବନେଶ୍ୱର //TATKAL ODISHA//

ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ(ଏସଡିସି l) ଭଙ୍ଗ କରିଛନ୍ତି ରାଜ୍ୟ ସରକାର I

ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

ଏହାଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି I

ADVERTISEMENT

————————————————————————

Leave A Reply

Your email address will not be published.