୨୦୩୬ ସୁଦ୍ଧା ଓଡିଶା ଅର୍ଥନୀତି ହେବ ୫୦୦ ବିଲିଅନ୍ ଡଲାର: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସିଇଓଙ୍କ ଆଲୋଚନା ଭୁବନେଶ୍ୱର//TATKAL ODISHA// ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ  ବି.ଭି.ଆର୍ ସୁବ୍ରମନିୟମ୍   ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶା ପାଇଁ ଏକ ଭିଜନ ଡକ୍ୟୁମେଣ୍ଟ  ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଥିଲେ … Continue reading ୨୦୩୬ ସୁଦ୍ଧା ଓଡିଶା ଅର୍ଥନୀତି ହେବ ୫୦୦ ବିଲିଅନ୍ ଡଲାର: ମୁଖ୍ୟମନ୍ତ୍ରୀ