ଓଡ଼ିଆ ପୁଅଙ୍କୁ ମୋଦୀ ଦେଲେ ଅଲ୍ ଇଣ୍ଡିଆ ଟପର୍ ଆୱାର୍ଡ ୨୦୨୫’
1 min read
‘ନୂଆଦିଲ୍ଲୀ //TATKAL ODISHA//
କୌଶଳ ଦୀକ୍ଷାନ୍ତ ସମାରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର କୃତୀ ଛାତ୍ର ପ୍ରମୋଦ ଦଳପତି ଏବଂ ଜିତେନ୍ଦ୍ର ପ୍ରଧାନଙ୍କୁ ‘ଅଲ୍ ଇଣ୍ଡିଆ ଟପର୍ ଆୱାର୍ଡ ୨୦୨୫’ ପ୍ରଦାନ କରିଛନ୍ତି I
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ଉଭୟଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଏକ୍ସ ଜରିଆରେ ପ୍ରକାଶ କରିଛନ୍ତି I