ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା

0
  • ଭୁବନେଶ୍ୱର//TATKAL ODHISHA//

ଡିସେମ୍ବର ୧୪ ସୁଦ୍ଧା ପୂର୍ଣ୍ଣାଙ୍ଗ ଭୋଟର ତାଲିକା ପ୍ରକାଶ ପାଇବ I

ସୋମବାର ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ ଏହି ସୂଚନା ଦେଇଛନ୍ତି I ସେ କହିଛନ୍ତି, ୨୦୨୨ ମାର୍ଚ୍ଚ ୨୨ରେ ସରିବ I ପଞ୍ଚାୟତ କାର୍ଯ୍ୟକାଳ, କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ I

Leave A Reply

Your email address will not be published.