କାଶୀ ବିଶ୍ୱନାଥ ଧାମ ପ୍ରକଳ୍ପର ଉଦଘାଟନ ସୋମବାର

0
  • ପ୍ରଧାନମନ୍ତ୍ରୀ କରିବେ ଉଦଘାଟନ
  • ସ୍ଥିତି ସମୀକ୍ଷା କଲେ ଯୋଗୀ, ଧର୍ମେନ୍ଦ୍ର

ବାରଣାସୀ,//TATKAL ODISHA//

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସୋମବାର କାଶୀ ବିଶ୍ୱନାଥ ଧାମ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏହି ପରିପ୍ରେକ୍ଷୀରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସନ୍ଧ୍ୟାରେ କାଶୀ ବିଶ୍ୱନାଥ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ହୋଇଥିବା ପ୍ରସ୍ତୁତି ତଦାରଖ କରିଛନ୍ତି ।

ଉଭୟ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପରିସର ନିରୀକ୍ଷଣ କରିଛନ୍ତି ।

Leave A Reply

Your email address will not be published.