ଅକ୍ଟୋବର ୧୫: କେମିତି ଫଳପ୍ରାପ୍ତି ହେବ
1 min read
ଡ:ବାୟୁନନ୍ଦନ ମିଶ୍ର
*************
🌹🌼👉ମହାବୀର ପଞ୍ଜିକା👈🌼🌹
✧═════•❁❀❁•═════✧
ଅଦ୍ୟ ଅକ୍ଟୋବର ମାସ ୧୫ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
କାର୍ତ୍ତିକମାସ- କୃଷ୍ଣ
ତିଥି- ନବମୀ ଦିବା ଘ୧୧/୦୭ ଗତେ ଦଶମୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୦୧/୧୪ ଗତେ ଅଶ୍ଳେଷା
ଚନ୍ଦ୍ର- କର୍କଟ
ଯୋଗ- ସିଦ୍ଧି
କରଣ – ସାଧ୍ୟ
ସୌରମାସ- କନ୍ୟା ୨୯ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୪୫/୪୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୧/୧୫
*✧═════•❁❀
*ଯୋଗିନୀ ପୂର୍ବେ ଦିବା ଘ୧୧/୦୭ ଗତେ ଉତ୍ତରେ*
କର୍କଟ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୮/୪୦ ଗତେ ଘ ୧୦/୧୦ ମଧ୍ୟେ
ବାରବେଳା- ଦିବା ଘ୧୦/୩୬ ଗତେ ଘ ୦୧/୦୫ ମଧ୍ୟେ
*══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୩୩ ମଧ୍ୟେ ଓ ଘ୦୭/୨୦ ଗତେ ଘ୦୮/୦୯ ମଧ୍ୟେ ରାତ୍ରି ଘ୦୬/୧୦ ଗତେ ଘ୦୮/୩୪ ମଧ୍ୟେ*
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୩୪ ଗତେ ଘ୦୭/୧୯ ମଧ୍ୟେ ଓ ଘ୦୧/୪୪ ଗତେ ଘ୦୪/୦୯ ମଧ୍ୟେ
═✧══•❁❀❁•═*════✧
*ଅଦ୍ୟ ଲାଉ ଦିବା ଘ୧୧/୦୭ ଗତେ କଳମ ଶାଗ ଭକ୍ଷଣ ନିଷେଧ*
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧

🌹ମେଷ🌹👉ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
✧═════•❁❀❁•═════✧
🌹ବୃଷ🌹👉ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।
✧═════•❁❀❁•═════✧
🌹ମିଥୁନ🌹👉ଆଜି ଆକସ୍ମିକ ଭାବରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶତ୍ରୁତା, ରୋଗପୀଡା କିମ୍ବା ଋଣ ପରିଶୋଧଜନିତ ଅର୍ଥବ୍ୟୟ କରିବେ କିନ୍ତୁ କର୍ମ କ୍ଷେତ୍ରରେ ସୁନ୍ଦର ସୁଯୋଗ ପ୍ରାପ୍ତ ହେବ।
✧═════•❁❀❁•═════✧
🌹କର୍କଟ🌹👉ଆତ୍ମୀୟ ସ୍ବଜନଙ୍କ ସହ କଳହ ହୋଇପାରେ ।ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝି ପାରିବେ ନାହିଁ। କିନ୍ତୁ ଭାଗ୍ୟଭାବସ୍ଥ ମଙ୍ଗଳ ପ୍ରଭାବରେ ଅପୀଡାଦଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
✧═════•❁❀❁•═════✧
🌹ସିଂହ🌹👉ଆଜି ଆପଣଙ୍କ ପରିବାର ଓ ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହୋଇପାରେ । କିନ୍ତୁ ଉପରିସ୍ଥ ଅଧିକାରୀଙ୍କ ଅନୁକମ୍ପାରୁ ଅଫିସରେ ସହାନୁଭୂତିର ସହ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଦିନଟି ପୀଡାଦାୟକ
✧═════•❁❀❁•═════✧
🌹କନ୍ୟା🌹👉ଆଜି ନୂତନ କର୍ମାରମ୍ଭ ପାଇଁ ଆନୁଷଙ୍ଗିକ ଖୋରାକ ଯୋଗଇବ। ଫଳରେ ଆପଣଙ୍କ ସହକର୍ମୀ ଅଯାଚିତ ଭାବରେ ସହଯୋଗର ହାତ ବଢାଇପାରନ୍ତି। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ତଥା ପାରିବାରିକ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଚିନ୍ତା କରିବେ।
✧═════•❁❀❁•═════✧
🌹ତୁଳା🌹👉ଆଜି ପାରିବାରିକ ଅବସ୍ଥାରେ ସାମାନ୍ୟ ଉନ୍ନତି ପରିଲଖିତକ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ସ୍ବାସ୍ଥ୍ୟ, ପରିବାର, କର୍ମକ୍ଷେତ୍ରସମ୍ପର୍କି ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ।
✧═════•❁❀❁•═════✧
🌹ବିଛା🌹👉ଆଜି ସୁ ଭୋଜନ ଓ ଧନଲାଭ ହେବ ଅଫିସରେ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବା ସହ ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ ।କୌଣସି ଜଣାଶୁଣା ବ୍ୟକ୍ତିଙ୍କ ପ୍ରତିରୋଧ ଆଶାକୁ ପ୍ରତିହତ କରିପାରେ।
✧═════•❁❀❁•═════✧
🌹ଧନୁ🌹👉 ଆଜି ଦିନରେ ମନ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।ସତ୍ କାମରେ ବ୍ୟୟ କରିବା ସହ ବନ୍ଧୁମାନଙ୍କ ଶୁଭଚିନ୍ତକ ଭାବରେ କାମ କରିବାରେ ଆଗ୍ରହ ପ୍ରକାଶ କରିପାରନ୍ତି।
✧═════•❁❀❁•═════✧
🌹ମକର🌹👉ଆଜି ପ୍ରତ୍ୟେକ କ୍ଷେତ୍ରରେ ପୂର୍ବଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ। ସାମାନ୍ୟ ବଚସା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି।ବନ୍ଧୁଙ୍କ ଅନୁରାଗ ପ୍ରତି ମନରେ ଦୁର୍ବଳତା ଆସିପାରେ।
✧═════•❁❀❁•═════✧
🌹କୁମ୍ଭ🌹👉ଆଜି ଅର୍ଥଲାଭ ହେବ କିନ୍ତୁ ସାମାନ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ। ସାମୟିକ ଭାବରେ କଚେରି ମାମଲା ବିଷୟ ନେଇ ଚିନ୍ତିତ ରହିପାରନ୍ତି।
✧═════•❁❀❁•═════✧
🌹ମୀନ🌹👉:-ବନ୍ଧୁଙ୍କ ଅନୁରୋଧରେ ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ଆଶାନୁରୂପ ସଫଳତା ପାଇବେ ନାହିଁ। କୌଣସି ସହକର୍ମୀଙ୍କୁ ପ୍ରତୀକ୍ଷା କରି ଦେଖା ପାଇବେ ନାହିଁ। ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ।
✧═════•❁❀❁•═════✧
*