ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ତାରା

0
  • ପୂର୍ବରୁ କଂଗ୍ରେସ ବିଧାୟକ ଦଳ ନେତା ପଦରୁ ନରସିଂହ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର//TATKALODISHA //

କଂଗ୍ରେସ ଦଳର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି I

ତାରା କହିଛନ୍ତି ଯେ, ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଛି I ଏହାକୁ ନେଇ ରାଜନୀତି କରିବା ଉଚିତ ନୁହେଁ I

ପୂର୍ବରୁ କଂଗ୍ରେସ ବିଧାୟକ ଦଳ ନେତା ପଦରୁ ବରିଷ୍ଠ ନେତା ନରସିଂହ ମିଶ୍ର ଇସ୍ତଫା ଦେଇଥିଲେ I

Leave A Reply

Your email address will not be published.