ନଭେମ୍ବର ୧୯: କେଉଁ ଫଳପ୍ରାପ୍ତି ହେବ?
1 min read
- ଡ:ବାୟୁନନ୍ଦନ ମିଶ୍ର
- ++++++++++++
✧═════•❁❀❁•═════✧
ଅଦ୍ୟ ନଭେମ୍ବର ମାସ ୧୯ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ମାର୍ଗଶୀର ମାସ- କୃଷ୍ଣପକ୍ଷ
ତିଥି-ଚତୁର୍ଦ୍ଦଶୀ ଦିବା ଘ୦୯/୨୧ ଗତେ ଅମାବାସ୍ୟା
ନକ୍ଷତ୍ର-ସ୍ଵାତୀ ଦିବା ଘ୦୮/୨୪ ଗତେ ବିଶାଖା
ଚନ୍ଦ୍ର- ତୁଳା ରାତ୍ରି ଘ୦୪/୪୨ ଗତେ ବିଛା
ଯୋଗ- ସୌଭାଗ୍ୟ
କରଣ – ଶକୁନି
ସୌରମାସ- ବିଛା ୦୪ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୨/୨୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୧୫
*✧═════•❁❀
*ଯୋଗିନୀ ପଶ୍ଚିମେ ଦିବା ଘ୦୯/୨୧ ଗତେ ଐଶାନ୍ୟେ*
କର୍କଟ ରାଶିର ଘାତବାର
ଅମାବାସ୍ୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମୃତେ ଦିବା ଘ୦୮/୨୪ ଗତେ ଏକ ପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୮/୪୫ ଗତେ ଘ୧୦/୧୦ ମଧ୍ୟେ
ବାରବେଳା- ଦିବା ଘ୧୧/୩୩ ଗତେ ଘ୧୨/୫୯ ମଧ୍ୟେ
*══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୦ ମଧ୍ୟେ ଓ ଘ୦୭/୩୭ ଗତେ ଘ୦୮/୨୫ ମଧ୍ୟେ ଓ ଘ୧୦/୫୦ଗତେ ଘ୧୧/୩୨ ମଧ୍ୟେ*
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୫୧ଗତେ ଘ୦୭/୩୬ ମଧ୍ୟେ ଓ ଘ୦୨/୦୨ଗତେ ଘ୦୪/୨୭ ମଧ୍ୟେ
═✧══•❁❀❁•═*════✧
*ଅଦ୍ୟ ଆମିଷ ଭକ୍ଷଣ ନିଷେଧ*
═✧══•❁❀❁•═════✧

ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
ମେଷ:👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
✧═════•❁❀❁•═════✧
ବୃଷ: 👉ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
ମିଥୁନ: 👉ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
✧═════•❁❀❁•═════✧
କର୍କଟ:👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
✧═════•❁❀❁•═════✧
ସି˚ହ: 👉ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
✧═════•❁❀❁•═════✧
କନ୍ୟା:👉 ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
✧═════•❁❀❁•═════✧
ତୁଳା:👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
✧═════•❁❀❁•═════✧
ବିଛା:👉 ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
✧═════•❁❀❁•═════✧
ଧନୁ:👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
ମକର:👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।
✧═════•❁❀❁•═════✧
କୁମ୍ଭ:👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
✧═════•❁❀❁•═════✧
ମୀନ:👉 ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
✧═════•❁❀❁•═════✧
