tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଡିସେମ୍ବର ୩ରେ କେଉଁ ଫଳପ୍ରାପ୍ତି ହେବ

1 min read
  • ଡ ବାୟୁନନ୍ଦନ ମିଶ୍ର
  • +++++++++++


✧═════•❁❀❁•═════✧
ଅଦ୍ୟ ଡିସେମ୍ବର ମାସ ୦୩ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ମାର୍ଗଶୀର ମାସ- ଶୁକ୍ଳପକ୍ଷ
ତିଥି-ତ୍ରୟୋଦଶୀ ରାତ୍ରି ଘ୧୨/୧୫ ଗତେ ଚତୁର୍ଦ୍ଦଶୀ
ନକ୍ଷତ୍ର-ଦ୍ଵିଜା ରାତ୍ରି ଘ୦୬/୨୬ ଗତେ କୁର୍ତ୍ତିକା
ଚନ୍ଦ୍ର- ମେଷ ରାତ୍ରି ଘ୧୧/୪୮ ଗତେ ବୃଷ
ଯୋଗ- ପରିଘ
କରଣ – ତୈତିଳ
ସୌରମାସ- ବିଛା ୧୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୦/୨୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୩/୧୭
*✧═════•❁❀
*ଯୋଗିନୀ ଦକ୍ଷିଣେ ଦିବା ଘ୧୨/୧୪ ଗତେ ପଶ୍ଚିମେ*
ମେଷ ରାଶି ର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ତ୍ରୟୋଦଶୀ ର ଏକୋଦିଷ୍ଟ ଶ୍ରାଦ୍ଧ
ମୃତେ ରାତ୍ରି ଘ୦୬/୨୬ ଗତେ ଏକ ପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୮/୫୪ ଗତେ ଘ୧୦/୨୦ ମଧ୍ୟେ
ବାରବେଳା- ଦିବା ଘ୧୧/୩୭ ଗତେ ଘ୦୧/୦୦ ମଧ୍ୟେ
*══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୭ ମଧ୍ୟେ ଓ ଘ୦୭/୪୭ ଗତେ ଘ୦୮/୫୩ ମଧ୍ୟେ ଓ ଘ ୧୦/୪୮ଗତେ ଘ୧୧/୩୬ମଧ୍ୟେ*
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୫୯ ଗତେ ଘ୦୭/୪୬ ମଧ୍ୟେ ଓ ଘ୦୨/୧୧ ଗତେ ଘ୦୪/୩୫ ମଧ୍ୟେ
═✧══•❁❀❁•═*════✧
*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ*
═✧══•❁❀❁•═════✧


ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
ମେଷ🌹👉:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
✧═════•❁❀❁•═════✧
🌷ବୃଷ🌹👉: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।
✧═════•❁❀❁•═════✧
🌷ମିଥୁନ🌹👉: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।
✧═════•❁❀❁•═════✧
🌷କର୍କଟ🌹👉: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
🌷ସି˚ହ🌹👉: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
✧═════•❁❀❁•═════✧
🌷କନ୍ୟା🌹👉: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
✧═════•❁❀❁•═════✧
🌷ତୁଳା🌹👉: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
✧═════•❁❀❁•═════✧
🌷ବିଛା🌹👉: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
✧═════•❁❀❁•═════✧
🌷ଧନୁ🌹👉: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।
✧═════•❁❀❁•═════✧
🌷ମକର🌹👉: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
✧═════•❁❀❁•═════✧
🌷କୁମ୍ଭ🌹👉: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
✧═════•❁❀❁•═════✧
🌷ମୀନ🌹👉: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।
✧═════•❁❀❁•═════✧

Share

Leave a Reply