ଦାୟିତ୍ୱରୁ ମୁକ୍ତ ହେଲେ ଉପଦେଷ୍ଟା

0

  • ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ହୋଇଥିଲେ

ଭୁବନେଶ୍ୱର,// TATKAL ODISHA//

ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆ ଯାଇଥିଲା।

ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Leave A Reply

Your email address will not be published.