ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ
ଭୁବନେଶ୍ୱର //TATKAL ODISHA//
ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ(ଏସଡିସି l) ଭଙ୍ଗ କରିଛନ୍ତି ରାଜ୍ୟ ସରକାର I
ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।
ଏହାଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି I
ADVERTISEMENT
————————————————————————