ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

0

ନୂଆଦିଲ୍ଲୀ//TATKAL ODISHA//

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି I
ଏନେଇ ତାଙ୍କ ନାମ ସୁପାରିସ ହୋଇଛି I

ନଭେମ୍ବର ୧୧ରେ ଅବସର ନେବେ ଏବର ପ୍ରଧାନ ବିଚାରପତି ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ I ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ କାର୍ଯ୍ୟକାଳ ରହିବ ମାତ୍ର 6 ମାସ I

କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଦାୟିତ୍ବ ନେବେ ଜଷ୍ଟିସ ସଞ୍ଜୀବ ଖାନ୍ନା I

Leave A Reply

Your email address will not be published.