tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଘୋଷଣା ହେଲା ଚାରି ରାଜ୍ୟ, ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ ତାରିଖ

1 min read
  • ପଶ୍ଚିମବଙ୍ଗରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହେବ
  • ବାକି ଅନ୍ୟ ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟିଂ

ନୂଆଦିଲ୍ଲୀ,//TATKAL ODISHA//

ତାମିଲନାଡୁ, ଆସାମ, କେରଳ, ପଶ୍ଚିମବଙ୍ଗ ସହ କେନ୍ଦ୍ର ଶାସିତ ଅଞ୍ଚଳ ପଡୁଚେରୀର ବିଧାନସଭା ପାଇଁ ତାରିଖ ଘୋଷଣା ହୋଇଛି ।

  ରବିବାର  ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିଛନ୍ତି । 

  • ଆସାମରେ ଓ କେରଳରେ ୯ ଏପ୍ରିଲ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ । 
  • ପଡୁଚେରୀରେ ଏପ୍ରିଲ ୯ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ । ମେ ୪ରେ ଭୋଟ ଗଣିତ ହେବ ।
  • ତାମିଲନାଡୁରେ ୨୩ ଏପ୍ରିଲରେ ଗୋଟିଏ ପର୍ଯ୍ୟାୟରେ ହେବ ।
  • ପଶ୍ଚିମବଙ୍ଗରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହେବ । ଏପ୍ରିଲ ୨୩ ଓ ୨୯ରେ ହେବ ନିର୍ବାଚନ ।

Share

Leave a Reply