୨୧ରେ ଓଡ଼ିଶା ଆସିବେ ଶାହ!
1 min read
ଭୁବନେଶ୍ୱର,//TATKAL ODISHA//
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ।
ଆସନ୍ତା ୨୧ରେ ଭୁବନେଶ୍ୱର ବରମୁଣ୍ଡାରେ ହେବାକୁ ଥିବା ସମବାୟ ବିଭାଗର କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ସେ ଦିକ୍ଷାନ୍ତ ଭାଷଣ ଦେବେ। ତେବେ ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବା ସମବାୟ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।
