ଆମ ସଂସ୍କୃତିରେ ପିତୃପକ୍ଷ
ଆମ ସଂସ୍କୃତିରେ ପିତୃପକ୍ଷପିତା ଧର୍ମ, ପିତା ସ୍ୱର୍ଗ, ପିତା ହିଁ ପରମ ତପ8,ପିତରି ପ୍ରୀତିମାପନ୍ନେ ପ୍ରିୟନ୍ତେ ସର୍ବ ଦେବତା |“
ଉପରୋକ୍ତ ଶ୍ଳୋକରୁ ଜଣାପଡେ ଯେ ପିତୃ ଉପାସନା ଆଗରେ ସମସ୍ତ ଦେବାଦେବୀଙ୍କ ଉପାସନା ମଳିନ ପଡ଼ିଯାଏ |
ଏହି ଶ୍ଳୋକର ଅର୍ଥ ହେଲା “ପିତା ମୋର ଧର୍ମ, ପିତା!-->!-->!-->!-->!-->…