tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଦେଶର ୫୦ ‘ମଡେଲ ସାନିଟେସନ ସିଟି’ ମଧ୍ୟରେ ଭୁବନେଶ୍ୱର,ପୁରୀ

1 min read

ଭୁବନେଶ୍ୱର,/TATKAL ODISHA//
ଦେଶର ୫୦ଟି ‘ମଡେଲ ସାନିଟେସନ ସିଟି’ ଭାବେ ବିକଶିତ ହେବା ପାଇଁ ଓଡ଼ିଶାର ଦୁଇଟି ପ୍ରମୁଖ ସହର ଭୁବନେଶ୍ୱର ଓ ପୁରୀ ମନୋନୀତ କରାଯାଇଛି।

ଉଭୟ ମହାନଗର ନିଗମର କର୍ତ୍ତୃପକ୍ଷ, ଅଧିକାରୀ ଏବଂ ବିଶେଷ ଭାବେ ସଫେଇ ମିତ୍ରମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Share

Leave a Reply