03/09/2026

tatkalodisha.in

ସତ୍ୟ.. ନିରପେକ୍ଷ.. ତତ୍କାଳ

ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମୀ ରଞ୍ଜନ ସ୍ୱାଇଁ

1 min read

ଭୁବନେଶ୍ୱର //TATKAL ODISHA//

ଜମ୍ମୁ ଓ କାଶ୍ମୀରର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ରଶ୍ମୀ ରଞ୍ଜନ ସ୍ୱାଇଁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି I

Share

Leave a Reply