Skip to content
- ଡ. ବାୟୁନନ୍ଦନ ମିଶ୍ର
- +++++++++++
✧═════•❁❀❁•═════✧
ଅଦ୍ୟ ଡିସେମ୍ବର ମାସ ୨୭ ତାରିଖ ୨୦୨୫ ମସିହା (ଶନିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ପୌଷ ମାସ- ଶୁକ୍ଳପକ୍ଷ
ତିଥି-ସପ୍ତମୀ ଦିବା ଘ୧୨/୪୩ ଗତେ ଅଷ୍ଟମୀ
ନକ୍ଷତ୍ର-ପୂର୍ବଭାଦ୍ର ଦିବା ଘ୦୯/୨୭ ଗତେ ଉତ୍ତରଭାଦ୍ର
ଚନ୍ଦ୍ର- ମୀନ
ଯୋଗ- ବ୍ୟତିପାତ
କରଣ – ବାଣିଜ୍ୟ
ସୌରମାସ- ଧନୁ ୧୨ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୪/୫୮
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୨/୫୫
*✧═════•❁❀
*ଯୋଗିନୀ ବାୟବ୍ୟେ ଦିବା ଘ୧୨/୪୩ ଗତେ ଐଶାନ୍ୟେ*
ଧନୁ ରାଶି ର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ଅଷ୍ଟମୀ ର ପାର୍ବଣ ଶ୍ରାଦ୍ଧ
ମୃତେ ତ୍ରୀପାଦ ଦିବା ଘ୦୯/୨୭ ଗତେ ଦ୍ଵୀପାଦ ଓ ଦିବା ଘ୧୨/୪୩ ଗତେ ଏକପାଦ ପୁସ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୭/୪୬ ମଧ୍ୟେ ଓ ଘ୦୩/୫୨ ଗତେ ଘ୦୫/୧୪ ମଧ୍ୟେ
ବାରବେଳା- ଦିବା ଘ୦୧/୦୭ ଗତେ ଘ୦୨/୩୦ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୮/୦୦ ଗତେ ଘ୧୦/୨୪ ମଧ୍ୟେ ଓ ଘ ୧୨/୪୭ ଗତେ ଘ୦୧/୦୬ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ ୦୨/୦୦ ଗତେ ଘ୦୩/୦୧ମଧ୍ୟେ
═✧══•❁❀❁•═════✧
ଅଦ୍ୟ ତାଳ ଦିବା ଘ୧୨/୪୩ ଗତେ ନଡ଼ିଆ ଭକ୍ଷଣ ନିଷେଧ
═✧══•❁❀❁•═════✧
- ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
✧═════•❁❀❁•═════✧
🌹ବୃଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
✧═════•❁❀❁•═════✧
🌹ମିଥୁନ🌷👉-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
✧═════•❁❀❁•═════✧
🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
✧═════•❁❀❁•═════✧
🌹ସିଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
✧═════•❁❀❁•═════✧
🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
✧═════•❁❀❁•═════✧
🌹ତୁଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
✧═════•❁❀❁•═════✧
🌹ବିଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
✧═════•❁❀❁•═════✧
🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
✧═════•❁❀❁•═════✧
🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
✧═════•❁❀❁•═════✧
🌹କୁମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
✧═════•❁❀❁•═════✧
🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
✧═════•❁❀❁•═════✧