Skip to content
- ଡ଼ଃ ବାୟୁ ନନ୍ଦନ ମିଶ୍ର
- ++++++++++++
✧═════•❁❀❁•═════✧
ଅଦ୍ୟ ଜାନୁଆରୀ ମାସ ୦୯ ତାରିଖ ୨୦୨୬ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ମାଘମାସ- କୃର୍ଷ୍ଣପକ୍ଷ
ତିଥି- ଷଷ୍ଠୀ
ନକ୍ଷତ୍ର-ଉତ୍ତର ଫା ଦିବା ଘ୦୨/୧୦ ଗତେ ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ଶୋଭନ
କରଣ – ବାଣିଜ୍ୟ
ସୌରମାସ- ଧନୁ ୨୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨୭/୪୪
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୦/୧୨
*✧═════•❁❀
*ଯୋଗିନୀ ବାୟବ୍ୟେ*
ବୃଷ ରାଶି ର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଆଦ୍ୟ ମୃତେ ଦିବା ଘ୦୨/୧୦ ଗତେ ଏକପାଦ ପୁସ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୯/୦୭ ଗତେ ଘ୧୦/୫୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୭/୧୫ ମଧ୍ୟେ ଓ ଘ୦୮/୦୨ ଗତେ ଘ୦୯/୦୬ ମଧ୍ୟେ ଓ ଘ୧୨/୫୦ଗତେ ଘ୦୪/୦୩ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
ମେଷ:👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
✧═════•❁❀❁•═════✧
ବୃଷ: 👉ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════✧
ମିଥୁନ: 👉ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
✧═════•❁❀❁•═════✧
କର୍କଟ:👉 ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
✧═════•❁❀❁•═════✧
ସି˚ହ: 👉ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
✧═════•❁❀❁•═════✧
କନ୍ୟା:👉 ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
✧═════•❁❀❁•═════✧
ତୁଳା:👉 ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
✧═════•❁❀❁•═════✧
ବିଛା:👉 ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।
✧═════•❁❀❁•═════✧
ଧନୁ:👉 ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
ମକର:👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ ।
✧═════•❁❀❁•═════✧
କୁମ୍ଭ:👉 ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
✧═════•❁❀❁•═════✧
ମୀନ:👉 ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
✧═════•❁❀❁•═════✧