ମାର୍ଚ୍ଚ ୨୨: କେମିତି ବିତିବ ଦିନ
1 min read
- ଡ:ବାୟୁନନ୍ଦନ ମିଶ୍ର
- +++++++++++
✧═════•❁❀❁•═════✧
ଅଦ୍ୟ ମାର୍ଚ୍ଚ ମାସ ୨୨ ତାରିଖ ୨୦୨୬ ମସିହା (ରବିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୩
ଦିଲ୍ଲୀସ୍ୱରାଦ୍ଧ-୧୪୩୩
ସମ୍ବତ୍ସର-ସିଦ୍ଧାର୍ଥ
ଚୈତ୍ରମାସ- ଶୁକ୍ଳପକ୍ଷ
ତିଥି- ଚତୁର୍ଥୀ ରାତ୍ରି ଘ୦୯/୧୯ ଗତେ ପଞ୍ଚମୀ
ନକ୍ଷତ୍ର- ଦ୍ୱିଜା ରାତ୍ରି ଘ୧୧/୨୧ ଗତେ କୁର୍ତ୍ତିକା
ଚନ୍ଦ୍ର- ମେଷ ରାତ୍ରି ଘ୦୪/୫୩ ଗତେ ବୃଷ
ଯୋଗ- ବୈଧୃତି
କରଣ – ବାଣିଜ୍ୟ
ସୌରମାସ- ମୀନ ୦୮ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃଘ୦୫/୫୪/୨୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/୫୭
*✧═════•❁❀
*ଯୋଗିନୀ ନୈରୁତେ ରାତ୍ରି ଘ୦୯/୧୯ ଗତେ ଦକ୍ଷିଣେ*
ମେଷ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର
ଚତୁର୍ଥୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ମୃତେ ଏକପାଦ ରାତ୍ରି ଘ୧୧/୨୧ ଗତେ ଦ୍ୱିପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୧୦/୨୪ଗତେ ଘ୦୧/୨୫ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୪୨ ଗତେ ଘ୦୯/୫୫ ମଧ୍ୟେ ଓ ରାତ୍ରି ଘ୦୭/୩୪ ଗତେ ଘ୦୯/୦୮ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୧/୨୫ ଗତେ ଘ୦୧/୫୭ ମଧ୍ୟେ ଓ ରାତ୍ରି ଘ୦୬/୪୩ ଗତେ ଘ୦୭/୩୩ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ବେଲ ଭକ୍ଷଣ ନିଷେଧ
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.କମ୍ପାନୀ
✧═════•❁❀❁•═════✧
🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧

- ମେଷ👉 : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════✧
ବୃଷ:👉ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।
✧═════•❁❀❁•═════✧
ମିଥୁନ:👉 ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════✧
କର୍କଟ: 👉ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।
✧═════•❁❀❁•═════✧
ସି˚ହ:👉 ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।
✧═════•❁❀❁•═════✧
କନ୍ୟା: 👉ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।
✧═════•❁❀❁•═════✧
ତୁଳା:👉 ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା:👉 କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।
✧═════•❁❀❁•═════✧
ଧନୁ:👉 ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।
✧═════•❁❀❁•═════✧
ମକର:👉 ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════✧
କୁମ୍ଭ:👉ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
✧═════•❁❀❁•═════✧
*ମୀନ:👉ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ
*✧═════•❁❀❁•═════✧*
